କାଲି କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ଜିଲାରେ ବି ସଂକ୍ରମଣ ବଢ଼ିବାରେ ଲାଗିଛି, ଯାହା ଫଳରେ ସୋମବାର ୧୪୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କୋଭିଡ ସ୍ଥିତି ବିଗୁଡୁଥିବାବେଳେ ଆସନ୍ତା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା କରିବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା।

Advertisement

Leave a Reply

Your email address will not be published. Required fields are marked *