ଏସ୍‌ସିବି ମେଡ଼ିକାଲ କଲେଜ ସମ୍ପ୍ରସାରଣ କାର୍ଯ୍ୟର ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ

କଟକ: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଆଜି କଟକରେ ଏସ୍‌ସିବି ମେଡ଼ିକାଲ କଲେଜ ସମ୍ପ୍ରସାରଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି। ଏଠାରେ ମେଡିକାଲ ନିର୍ମାଣ କାର୍ଯ୍ୟ କିଭଳି ଅଗ୍ରଗତି କରୁଛି ସେ ନେଇ ସ୍ଥିତି ପରଖିଛନ୍ତି। ଏହି ଅବସରରେ ୱାର୍କ ସେକ୍ରେଟାରୀ, ସିଏମ୍‌ସି କମିସନର ନିଖିଳ ପୱନ କଲ୍ୟାଣ, ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ଏସସିବି ମେଡ଼ିକାଲ କୁଳସଚିବ, ଆରଡିସି ଓ ଅନ୍ୟ ପ୍ରଶାସନିକ ଅଧିକାରୀ ସମେତ ସମସ୍ତ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହିଥିଲେ।

Advertisement

Leave a Reply

Your email address will not be published. Required fields are marked *