ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର। କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ଦାୟିତ୍ୱରେ ରହିବେ ଶାଶ୍ୱତ ମିଶ୍ର । ସେହିପରି ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବ ଓ ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ ରହିବେ ସୁରେଶ ବଶିଷ୍ଟ ।
Related Posts
୪ ବେପାରୀ ଙ୍କ ଠାରୁ ୩୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀ ଗିରଫ 
ପୁରୀ: ପୁରୀରୁ ଆଜି ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଥିବାର ଖବର ମିଳିଛି। ଏହି ମାମଲାରେ ୪ ଆନ୍ତଜିଲ୍ଲା ବେପାରୀଙ୍କୁ ବି ଗିରଫ କରାଯାଇଛି।ମିଳିଥିବା ସୂଚନା…
ଓଡିଶାରେ ପ୍ରଧାନମନ୍ତ୍ରୀ, ଆକାଶ ମାର୍ଗରୁ ଦେଖିବେ ‘ୟସ’ ପ୍ରଭାବିତ ଅଞ୍ଚଳ .
ଭୁବନେଶ୍ୱର: ଓଡ଼ିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ‘ୟାସ୍’ର ତାଣ୍ଡବ ଯୋଗୁଁ ହୋଇଥିବା କ୍ଷତିର ଆକଳନ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତାଙ୍କୁ ବିମାନବନ୍ଦରରେ…
ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆ ରୂପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା
ଭୁବନେଶ୍ବର: ଆଜି ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…