Homeଓଡିଶାଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା କିଲର ଭାଇରସ । ଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା କିଲର ଭାଇରସ । June 9, 2021June 9, 2021THE SWARA ଭୁବନେଶ୍ଵର:ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ୫ ଜଣ, ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ, ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୧୨୩ ଜଣଙ୍କର ମୃତ୍ୟୁ ହୋଇଛି । 3.A 70 years old male of Angul district who was also suffering from Hypertension.4.A 60 years old male of Angul district who was also suffering from Hypertension.5.A 33 years old male of Balasore district.6.A 55 years old male of Baragarh district. Advertisement — H & FW Dept Odisha (@HFWOdisha) June 9, 2021 ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ ସଂକ୍ରମଣରୁ ୨୬୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୩୫ ଜଣ, ବାଲେଶ୍ୱରରୁ ୨୮୬ ଜଣ, ବରଗଡ଼ରୁ ୧୨୨ ଜଣ, ଭଦ୍ରକରୁ ୨୬୨ ଜଣ, ବଲାଙ୍ଗୀରରୁ ୬୬ ଜଣ, ମୟୁରଭଞ୍ଜରୁ ୩୩୩ ଜଣ, ନବରଙ୍ଗପୁରରୁ ୧୫୧ ଜଣ, ନୟାଗଡରୁ ୧୯୧ ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୩୨୪ ଜଣ, ରାୟଗଡାରୁ ୧୦୮ ଜଣ, ସମ୍ବଲପୁରରୁ ୧୩୧ ଜଣ, ସୋନପୁରରୁ ୬୫ ଜଣ, ସୁନ୍ଦରଗଡରୁ ୨୮୩ ଜଣ, ଷ୍ଟେଟ ପୁଲରୁ ୧୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି
ବଜାର କୁ ଆସିଲା Bajaj କମ୍ପାନୀ ର CNG bike। ଅନୁଗୋଳ : Bajaj ଅଟୋ ପକ୍ଷରୁ ପ୍ରଥମ ସିଏନଜି ଚାଳିତ ମୋଟରସାଇକେଲ ଫ୍ରିଡମ୍ ୧୨୫ ଅନୁଗୋଳ ରେ ବଜାର ପ୍ରବେଶ କରିଚ୍ଚି । ସହରର ଯମୁନା ବଜାଜ…
ଶ୍ରୀମନ୍ଦିର ଗର୍ଭଗୃହ ଭିତରେ ଖସିଲା ଚୂନ ପୁରୀ: ଶ୍ରୀମନ୍ଦିରର ଗର୍ଭଗୃହ ଭିତରେ ଏକ ଚୂନ ଖଣ୍ଡ ଖସିପଡ଼ିଥିବା ଜଣାପଡ଼ିଛି । ଖସିପଡ଼ିଥିବା ଚୂନ ଖଣ୍ଡର ଓଜନ ପ୍ରାୟ ଦେଢ଼ କିଲୋର ହେବ ବୋଲି କୁହାଯାଉଛି…
ବରିଷ୍ଠ ସାମ୍ବାଦିକ ସନ୍ତୋଷ ତ୍ରିପାଠୀଙ୍କ ପରଲୋକ ଅନୁଗୋଳ: ବରିଷ୍ଠ ସାମ୍ବାଦିକ ସନ୍ତୋଷ ତ୍ରିପାଠୀଙ୍କ ପରଲୋକ । ରବିବାର ଦିନ ଅନୁଗୋଳ ସହର ଅମଲାପଡ଼ା ସ୍ଥିତ ବାସଭବନରେ ସ୍ଵର୍ଗତ ତ୍ରିପାଠୀଙ୍କ ପରଲୋକ ଘଟିଛି । କିଛିଦନ…