ନୂଆଦିଲ୍ଲୀ: କୋଭିଡ୍ କଟକଣା ଭିତରେ ସାରା ଦେଶରେ ସେପ୍ଟେମ୍ବେର ୧୨ ତାରିଖରେ NEET(UG)- ୨୦୨୧ ପରୀକ୍ଷା ଅନୁଷ୍ଠିତ ହେବ । ଏ ନେଇ କାଲି ଅପରାହ୍ନ ୫ଟାରୁ ଅନଲାଇନ୍ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ। ଏ ନଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ବୃଦ୍ଧି ହୋଇ ୧୯୮ କରାଯାଇଛି
Related Posts
ଆସିଲା ଅକ୍ଟୋବର ଗାଇଡ୍ଲାଇନ୍ : ପାର୍ବଣ ପାଇଁ ହେଲା କଡା କଟକଣା, ପୌରାଞ୍ଚଳରେ ଜାରି ରହିବ ନାଇଟ୍ କର୍ଫ୍ୟୁ
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଅକ୍ଟୋବର ମାସ ପାଇଁ କୋଭିଡ-୧୯ ଗାଇଡଲାଇନ୍ ଜାରି କରିଛନ୍ତି। ରାଜ୍ୟର ସହରାଂଚଳରେ ସେପ୍ଟେମ୍ବର ମାସ ଭଳି ରାତି ୧୦ଟାରୁ ସକାଳ ୫ଟା…
ଅଗଷ୍ଟ ୨୭ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭(ଶୁକ୍ରବାର)ରେ ୨ଟି ସିଟିଂରେ ପରୀକ୍ଷା ହେବ। ସକାଳ ୧୦ରୁ ୧୨ଟା ପ୍ରଥମ ପେପର ଜିଏସ୍…
ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ସହ ଶୋକ ପ୍ରକାଶ କଲେ ଅନେକ ବରିଷ୍ଠ ନେତା
ଭୁବନେଶ୍ବର : ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । କହିଲେ, ଅଜିତ ମଙ୍ଗରାଜଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ । ଦୁଃଖଦ ସମୟରେ ଶୋକସନ୍ତପ…