ଭୁବନେଶ୍ବର: ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) । ସେପ୍ଟେମ୍ବର ୬ ତାରିଖରେ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା ହେବା ନେଇ ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ । ପରୀକ୍ଷା ସମୟରେ କୋଭିଡ୍ ଗାଇଡଲାଇନ୍କୁ କଡାକଡିଭାବେ ପାଳନ କରାଯିବା ସହ ମାସ୍କ, ସାନିଟାଇଜ ଏବଂ ସାମାଜିତ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।
Related Posts
ବାପାଙ୍କ ପରେ ଚାଲିଗଲେ ପୁଅ: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ।
ଭୁବନେଶ୍ୱର: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପୁଅ ତଥା ପୂର୍ବତନ ରଣଜୀ କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି | ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…
ଜିଲ୍ଲା ପ୍ରଶାସନର ଅନନ୍ୟ ପ୍ରୟାସ ”ବାର୍ତ୍ତା”
ଅନୁଗୋଳ :ସଚେତନ ନାଗରିକ, ଉନ୍ନତ ଅନୁଗୋଳର- ଆଭିମୁଖ୍ୟ ନେଇ ଜିଲ୍ଲା ପ୍ରଶାସନର ଅନନ୍ୟ ପ୍ରୟାସ ”ବାର୍ତ୍ତା” । ମହାଶିବରାତ୍ରି ଅବସରରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ,…
ଆଜି ଗଣେଶ ଚତୁର୍ଥୀ : ଗଜାନନଙ୍କ ଆରାଧନା ପାଇଁ ଉତ୍ସବମୁଖର ଗାଁଠୁ ସହର
ଭୁବନେଶ୍ବର : ଆଜି ଅଗ୍ରପୂଜ୍ୟ, ବିଘ୍ନରାଜ ଶ୍ରୀ ବିନାୟକଙ୍କ ପ୍ରତି ସ୍ଥାନରେ ପୂଜା କରାଯାଉଛି । ଏଥିପାଇଁ ଦେଶର ପୁରପଲ୍ଲୀରେ ସବୁଠାରେ ପୂଜା ପାଇଁ ସମସ୍ତେ ଚଳଚଞ୍ଚଳ ।…