ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଛି। ଝାଡୁଆପଡା ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମାନଙ୍କ ଦ୍ବାରା ଲଗ୍ନ ଧାଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀତିଥି ସେପ୍ଟେମ୍ବର ୧ତାରିଖରେ ତୁଳାଲଗ୍ନରେ ସକାଳ ୧୦.୪୭ରୁ ୧୧ ଟା ମଧ୍ୟରେ ମିନିଟରେ ମା ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗିହେବ। ଏହି ଲଗ୍ନ ଅନୁସାର ପଶ୍ଚିମ ଓଡିଶା ବାସୀ ନୂଆ ଖାଇବେ ।
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
