ଭୁବନେଶ୍ବର : ଚନ୍ଦକା ଥାନା ବିଞ୍ଝଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୩ ଛୁଆଙ୍କୁ ବିଷ ଦେଇ ମାଆ ଆତ୍ମହତ୍ୟା ଉଦ୍ୟମ କରିଛି । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ବିଷକ୍ରିୟାରେ ୨ ପୁଅଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ସହ ଛୋଟ ଝିଅକୁ ଗୁରୁତର ଅବସ୍ଥାରେ ଚିକିତ୍ସା କରାଯାଉଛି। ଦୁଇ ପୁଅଙ୍କ ମଧ୍ୟରୁ ଜଣଙ୍କର ବୟସ ୨ ଓ ଅନ୍ୟଜଣଙ୍କର ବୟସ ୩ ବର୍ଷ ବୋଲି ଜଣା ପଡିଛି। ତେବେ ଆତ୍ମହତ୍ୟା ଉଦ୍ୟମର କାରଣ ଜଣାପଡି ନାହିଁ। ମହିଳା ଜଣଙ୍କ ଦିନ ମଜୁରିଆ ଭାବେ କାମ କରୁଥିବା ସୂଚନା ମିଳିଛି।
Related Posts
ପ୍ରକାଶ ଫାଇଲ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ କଳାରେ ୮୨.୧୦ ପ୍ରତିଶତ ପିଲା ପାସ୍
ଭୁବନେଶ୍ଵର : ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏଥର…
ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୯୪ଜଣ ନୂଆ କରୋନା ପଜିଟିଭ୍ । ନୂଆପଡାରୁ ସର୍ବାଧିକ ।
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା…
ସମ୍ଭାବ୍ୟ ବାତ୍ୟା ନେଇ ଏସ୍ଆର୍ସିଙ୍କ ସମୀକ୍ଷା: ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖ ।
ଭୁବନେଶ୍ଵର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍ଡି…