ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ବର୍ଷା; ୧୧ ଜିଲ୍ଲାକୁ ‘ରେଡ୍’ ଓ ୧୯ ଜିଲ୍ଲାକୁ ‘ଅରେଞ୍ଜ’ ଓ୍ଵାର୍ଣ୍ଣିଂ ଜାରିକଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି (ଶନିବାର)ର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରିଛି। ଏବଂ…


