ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ; ୮ ଜିଲ୍ଲାକୁ ଅରେଞ୍ଜ ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି।…


