ସାତକୋଶିଆରୁ ସ୍ୱେଚ୍ଛାକୃତ ସ୍ଥାନାନ୍ତରଣ ନାଁରେ ବିସ୍ଥାପନ ବନ୍ଦ ଦାବିରେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଗଣ ବିକ୍ଷୋଭ।
ଅନୁଗୋଳ- ବ୍ୟାଘ୍ରଶୂନ୍ୟ ବ୍ୟାଘ୍ର ପ୍ରକଳ୍ପ ସାତକୋଶିଆ ଅଭୟାରଣ୍ୟରୁ ସ୍ୱେଚ୍ଛାକୃତ ସ୍ଥାନାନ୍ତରଣ ନାଁରେ କରାଯାଉଥିବା ବିସ୍ଥାପନ ବନ୍ଦ କରିବା, ହାତୀ ତଥା ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ଉପଦ୍ରବରୁ ·ଷଜମି ବାସଭୂମିର…


