Homeଓଡିଶାଆରମ୍ଭ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ବାହୁଡା ଯାତ୍ରା ଦେଖନ୍ତୁ ସିଧାପ୍ରସାରଣ…. ଆରମ୍ଭ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ବାହୁଡା ଯାତ୍ରା ଦେଖନ୍ତୁ ସିଧାପ୍ରସାରଣ…. June 28, 2023June 28, 2023THE SWARA ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି । ଦେଖନ୍ତୁ ବାହୁଡା ଯାତ୍ରା ସିଧାପ୍ରସାରଣ….
ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ କୃଷିମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟାରେ ଆଖିମୁଠି ଅନୁକୂଳ କଲେ କୃଷିମନ୍ତ୍ରୀ ଅରୁଣ ସାହୁ । ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ,…
ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଆଲୋକର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଆଲୋକର ପର୍ବ…
ସରିଲା ଷୋଡଶ ବିଧାନସଭା ର ଶେଷ ଅଧିବେଶନ ।ଗୋଟିଏ ଫ୍ରେମରେ ଶାସକ ଓ ବିରୋଧୀ। ଭୁବନେଶ୍ବର: ଆଜି ଷୋଡଶ ବିଧାନସଭାର ୧୫ତମ ଅଧିବେଶନ। ବିଧାନସଭା ବିଧି ଅନୁସାରେ ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଫୋଟୋ ଉଠାଇଥିଲେ। ଏହି ମୁହୂର୍ତ୍ତ ଥିଲା ଅତି ଭାବବିହ୍ବଳ।…