ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଦିଲ୍ଲୀରେ ଭେଟିଲେ ବିଜେଡି ସାଂସଦ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଜଣାଇଥିଲା।
ଦିଲ୍ଲୀରେ ଉପରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡି ସାଂସଦ
