ଲଘୁଚାପ ସକ୍ରିୟ; ପ୍ରବଳରୁ ଅତିପ୍ରବଳ ବର୍ଷିବ: ୨ ଜିଲ୍ଲାକୁ ‘ରେଡ୍’; ଓ୍ଵାର୍ଣ୍ଣିଂଜାରି
ଭୁବନେଶ୍ୱର: ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ…


