ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ।
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ।…


