ଲଗାତର ଦ୍ବିତୀୟ ଥର ପାଇଁ ବିଶ୍ବକପ୍ ଆୟୋଜନ ରାଜ୍ୟ ର ଗୌରବ ବଢାଇଛି, ସରକାରଙ୍କୁ ଧନ୍ୟବାଦ ଦେଲେ ସବୁ ଦଳ।
ଭୁବନେଶ୍ବର: ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି ।…


