ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଗ୍ରାଫ । ଦୈନିକ ସଂକ୍ରମଣ କମିଥିଲେ ମଧ୍ୟ ଏଯାଏଁ ଟଳି ନାହିଁ ବିପଦ। ତେବେ ଲକ୍ଡାଉନ କାରଣରୁ ଏବେ ୮ ହଜାର ତଳେ ରହିଛି କରୋନାର ଦୈନିକ ସଂକ୍ରମଣ। ଆଗକୁ କରୋନା ସ୍ଥିତିକୁ ଲକ୍ଷ କରି ୫ଟି ଜିଲ୍ଲାରେ କୋଭିଡ ବେଡ ସଂଖ୍ୟା ବୃଦ୍ଧିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅଧିକ ପଜିଟିଭ ବାହାରୁଥିବା ଖୋର୍ଦ୍ଧା, ଅନୁଗୁଳ, କଟକ, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ବେଡ ଠାରୁ ଆରମ୍ଭ କରି ଆଇସିୟୁ ସଂଖ୍ୟା ବୃଦ୍ଧି କରାଯିବ। ଅନଗୁଳରେ ୧୨୦ ବେଡ୍, କଟକରେ ୧୭୭ ବେଡ୍, ଖୋର୍ଦ୍ଧାରେ ୩୪୦, ସୁନ୍ଦରଗଡରୁ ୧୫୦ ଓ ଢେଙ୍କାନାଳରେ ୧୦୦ଟି ଶଯ୍ୟା ବଢଯାଇଛି। ଏଥିସହ କୋଭିଡ ମେଡିକାଲ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରିବା ସହ ଅଗ୍ନି ସୁରକ୍ଷାକର୍ମୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
Related Posts
ଅନୁଗୋଳରେ ଅନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ।
ଅନୁଗୋଳ : ବିଶ୍ୱ ଯୁବ କେନ୍ଦ୍ର, ବଣିନାଳୀ ଦ୍ଵାରା ପରିଚାଳିତ ଏକ୍ସେସ ଟୁ ଜଷ୍ଟିସ କାର୍ଯ୍ୟକ୍ରମ ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ମିଳିତ ସହଯୋଗରେ ଅନୁଗୋଳ…
ବୋହୁ ବାଦ ବିବାଦ ପରେ ଶେଷ ହେଲା ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ନିର୍ବାଚନ
ଅନୁଗୋଳ : ବହୁ ବାଦ ବିବାଦ ଓ କଳ୍ପନା କଳ୍ପନା ର ଅନ୍ତ ଘଟାଇ ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି…
ଦେବଭୂମିରେ ରଥ ଯାତ୍ରା, ଜଗନ୍ନାଥ ମୟ ହେଲା ଜିନ୍ଦଲ ନଗର।
ଅନୁଗୋଳ : ଦେବଭୂମି ଜିନ୍ଦଲନଗର ରେ ପବିତ୍ର ଘୋଷଯାତ୍ରା ଉତ୍ସାହ ଓ ଆବେଗପୂର୍ଣ୍ଣ ବାତାବରଣ ମଧ୍ୟରେ ଆରମ୍ଭ ହୋଇଚି। ଆଜିର ଏହି ଘୋଷ ଯାତ୍ରା ଦେଖିବାକୁ ଆଖପାଖ…