ଭୁବନେଶ୍ବର: ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) । ସେପ୍ଟେମ୍ବର ୬ ତାରିଖରେ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା ହେବା ନେଇ ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ । ପରୀକ୍ଷା ସମୟରେ କୋଭିଡ୍ ଗାଇଡଲାଇନ୍କୁ କଡାକଡିଭାବେ ପାଳନ କରାଯିବା ସହ ମାସ୍କ, ସାନିଟାଇଜ ଏବଂ ସାମାଜିତ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।
Related Posts
ଦିଲ୍ଲୀରେ ଉପରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡି ସାଂସଦ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଦିଲ୍ଲୀରେ ଭେଟିଲେ ବିଜେଡି ସାଂସଦ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର…
ଶପଥ ନେଲେ ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା
ସ୍ଵର ବ୍ୟୁରୋ: ବିଧାୟିକା ଭାବେ ଶପଥ ନେଇଛନ୍ତି ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ…
ଏପ୍ରିଲ ପହିଲାରୁ ଓମ୍ଫେଡ୍ କ୍ଷୀର ମହଙ୍ଗା, ଲିଟର ପିଛା ୪ ଟଙ୍କା ବୃଦ୍ଧି
ଭୁବନେଶ୍ବର : ଏକ ଗୁରୁତ୍ବପୂର୍ଣ୍ଣ ଘଟଣାକ୍ରମେ ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ ଓମ୍ଫେଡ୍ କ୍ଷୀର ମହଙ୍ଗା ହେବାକୁ ଯାଉଛି। କମ୍ପାନୀ କ୍ଷୀର ଦର ଲିଟର ପିଛା ୪…