କୋରାପୁଟ: କୋରାପୁଟ ଜିଲ୍ଲାରେ ଆଜି ଦୁଇ ଜଣ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୁଲିସ ଡିଜି ଅଭୟ କୋରାପୁଟ ଗସ୍ତରେ ଯାଇଥିବା ବେଳେ ତାଙ୍କ ନିକଟରେ ସେମାନେ ଆତ୍ମସମର୍ପଣ କରିଛନ୍ତି। ପୁଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଥିବା ଦୁଇ କୁଖ୍ୟାତ ମହିଳା ମାଓବାଦୀ ହେଲ୍ ଦେବେ ପୋଡିଆମୀ ଓରଫ୍ ଗାଙ୍ଗି ଏବଂ ଗୀତା ପୋଡିଆମୀ ଓରଫ ରଞ୍ଜିତା । ସେମାନେ ମାଓବାଦୀ ସଂଗଠନର ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ୍ କମିଟି ସଦସ୍ୟ ଥିଲେ । ମାଓବାଦୀଙ୍କ ବିଚାରଧାରାରେ ଅତିଷ୍ଠ ହୋଇ ସେମାନେ ସଂଗଠନ ଛାଡ଼ିଥିବା କହିଛନ୍ତି।
Related Posts
୨୦୨୨- ୨୩ ରେଳ ବଜେଟ :ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ମିଳିଲା ୫୮୦୨.୬୫ କୋଟି ଟଙ୍କାର ଆନୁଦାନ
ଭୁବନେଶ୍ବର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଫେବ୍ରୁଆରି ୧ ତାରିଖରେ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ନୂଆ ବଜେଟରେ ରେଳ ବିଭାଗ…
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର, ଓଲିଉଡରେ ଖେଳିଗଲା ଶୋକର ଛାୟା ।
ଭୁବନେଶ୍ୱର : ନିରବି ଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର । ଦୀର୍ଘ ୨୯ଦିନ ଧରି ସଂଗ୍ରାମ କରିବା ପରେ ଓଲିଉଡ୍ର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ର ଶେଷରେ…
ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ: ୧୫ ଦିନ ଭିତରେ କରୋନା ପ୍ରଭାବିତ ବିଧବା ଓ ଅନାଥ ହିତାଧିକାରୀଙ୍କୁ ମିଳିବ ମଧୁବାବୁ ପେନ୍ସନ ।
ଭୁବନେଶ୍ୱର: ରାଜ୍ୟର କରୋନା ସ୍ଥିତିକୁ ନେଇ ଆଜି ସବୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମୃତ୍ୟୁ ନିୟନ୍ତ୍ରଣ ଉପରେ ଅଧିକ ଫୋକସ ଦିଆଯିବା ସହ…